ରିପୋର୍ଟ କାର୍ଡ / ଭୁବନେଶ୍ବର
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳକୁ ତୃତୀୟ ଦଫାରେ ପୁଣି ୫ ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଜେଏମଏଫସି କୋର୍ଟ ରିମାଣ୍ଡ ପାଇଁ ଅନୁମତି ପ୍ରଦାନ କରିଛନ୍ତି | ଏହା ସହ ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି । ଅଭିଯୁକ୍ତ ଗୋପାଳ ଉଭୟ ଟେଷ୍ଟ ପାଇଁ ସହମତ ଥିବା କୋର୍ଟରେ କହିଛନ୍ତି ।
More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..
ନୂଆପଡାରେ ହୀରା ଖଣି…..