ରିପୋର୍ଟ କାର୍ଡ / ଭୁବନେଶ୍ୱର
ପବିତ୍ର ଦୁର୍ଗାପୂଜା ଓ ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଅସତ୍ୟ ଉପରେ ସତ୍ୟର ବିଜୟ ହେଉଛି ଦଶହରାର ବାର୍ତ୍ତା । ଏହି ପବିତ୍ର ଅବସରରେ ଅନ୍ୟାୟ ଅନୀତି ଓ ଅତ୍ୟାଚାର ବିରୋଧରେ ଲଢ଼େଇକୁ ଆହୁରି ଜୋରଦାର କରିବା ପାଇଁ ମା’ଙ୍କ ଆଶୀର୍ବାଦ କାମନା କରିଛନ୍ତି ନବୀନ ।
More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..