ରିପୋର୍ଟ କାର୍ଡ / ଭୁବନେଶ୍ୱର
ନିର୍ବାଚନରେ ବିଜେଡିର ପରାଜୟ ପରେ ଭିକେ ପାଣ୍ଡିଆନ୍ଙ୍କୁ ନେଇ ବିବାଦ ଜାରିରହିଛି | ଏହାକୁ ନେଇ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁହଁ ଖୋଲି ପାଣ୍ଡିଆନ୍ଙ୍କୁ କ୍ଲିନ୍ ଚିଟ୍ ଦେଇଛନ୍ତି। ସେ କହିଛନ୍ତି ପାଣ୍ଡିଆନ୍ ଜଣେ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି। ରାଜ୍ୟରେ ବାତ୍ୟା ସମୟରେ ସେ ଜନସାଧାରଣଙ୍କ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ଏହା ସହିତ ସେ ବିଭିନ୍ନ ଦାୟିତ୍ବକୁ ସୂଚାରୁ ରୂପେ ତୁଲାଇଥିବା ନବୀନ କହିଛନ୍ତି।






More Stories
ସୌମ୍ୟ ହତ୍ୟା ମାମଲା:ଝାରପଡ଼ା ଜେଲ୍ରେ କ୍ରାଇମବ୍ରାଞ୍ଚ…..
ତ୍ରୁଟିଶୂନ୍ୟ ରଥଯାତ୍ରା ଉପରେ ଗୁରୁତ୍ଵ…..
କମିବ ବର୍ଷା…..