ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଚିଠି ଲେଖିଛନ୍ତି । ହିତାଧିକାରୀଙ୍କୁ ଆଉ ୮ମାସ ପାଇଁ ଚାଉଳ ଦେବାକୁ ବନବିନ ଚିଠିରେ ଦାବି କରିଛନ୍ତି । ମୁଖ୍ୟମନ୍ତ୍ରୀ ଚିଠିରେ ଆହୁରୀ ମଧ୍ୟ ଲେଖିଛନ୍ତି ଯେ, କୋଭିଡ କାଳରେ PMGKAYରେ NFSA ହିତାଧିକାରୀଙ୍କୁ ମିଳୁଛି ମାଗଣା ଚାଉଳ । ଚାଉଳ ଯୋଗାଣର ସମୟ ସୀମା ଚଳିତ ମାସ ଶେଷ ହେଉଥିବାରୁ ଏହି ମସୟ ସୀମା ଆଉ ୮ ମାସ ବୃଦ୍ଧି କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମହାମାରୀ ସ୍ଥିତିରେ ଉନ୍ନତି ଆସିବା ଯାଏ ଚାଉଳ ଦେବାକୁ ଅନୁରୋଧ । କୋଭିଡ ଏବେ ବି ସରିନି, ଲୋକଙ୍କ ଜୀବିକା ସ୍ବାଭାବିକ ହୋଇନି ତେଣୁ ଅତିରିକ୍ତ ଚାଉଳ ହିତାଧିକାରୀଙ୍କୁ ଆଉ ୮ ମାସ ଦେବାକୁ ଅନୁରୋଧ ।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..