ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇ ନବୀନ ନିବାସକୁ ଫେରିଛନ୍ତି। ଡିହାଇଡ୍ରେସନ ଯୋଗୁ ଗତ ୧୭ ଅଗଷ୍ଟ ଅପରାହ୍ନରେ ସେ କ୍ୟାପିଟାଲ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସା ନେଉଥିଲେ। ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ହେବା ପରେ ବୁଧବାର ସେ ଡିସଚାର୍ଜ ହୋଇଛନ୍ତି।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..