ରିପୋର୍ଟ କାର୍ଡ / ଭୁବନେଶ୍ଵର
ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲ୍ଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

୨୬ଟି ସାଂଗଠନିକ ଜିଲ୍ଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ ସଭାନେତ୍ରୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ୧୫୮ ଜଣଙ୍କୁ ଉପସଭାନେତ୍ରୀ ଦାୟିତ୍ୱ ମିଳିଥିବାବେଳେ ସାଧାରଣ ସମ୍ପାଦିକା, ସମ୍ପାଦିକା ଦାୟିତ୍ୱ ମଧ୍ୟ ମିଳିଛି।ଜୋନାଲ ସଭାନେତ୍ରୀ ଓ ଉପସଭାନେତ୍ରୀ ଭାବେ ୭ ଜଣଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି।






More Stories
ରଥଯାତ୍ରା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା…..
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..