ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ଶ୍ରୀ ପଟ୍ଟନାୟକ ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ତେଣୁ ଅଭିନନ୍ଦନ ପାଇଁ ଆଜି ନବୀନ ନିବାସକୁ ନ ଆସିବା ପାଇଁ ଶ୍ରୀ ପଟ୍ଟନାୟକ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି।






More Stories
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..