ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜୀବନବ୍ୟାପୀ ସାଧନା ସମ୍ମାନ ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଫେରିବେ। ଆଜି ପୂର୍ବାହ୍ନ ୧୧.୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିଜେଡି ପକ୍ଷରୁ ସ୍ୱାଗତ ବ୍ୟବସ୍ଥା କରାଯାଇଛି। ବିଜେଡିର ଏହି ସ୍ୱାଗତ ଉତ୍ସବ କାର୍ଯ୍ୟକ୍ରମରେ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହେବ ବୋଲି ଅନୁମାନ କରାଯାଉଥିବାରୁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।






More Stories
ଚର୍ଚ୍ଚାରେ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟ: ଖାଲି ତିଖିରୀ ନା ସବୁ……
ପରକୀୟା ପ୍ରୀତି ରୁ ଗଡ଼ିଲା ମୁଣ୍ଡ…..
ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ…..