Report Card Odisha

| Daily Odia News

ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରାର୍ଥିପତ୍ର ଦାଖଲ କରିଥିବା ୨ ପ୍ରାର୍ଥୀଙ୍କୁ ମୁଁ ସ୍ବାଗତ କରୁଛି। ଏହି ସମୟରେ ନବୀନଙ୍କୁ ସମ୍ଭାବ୍ୟ ମେଣ୍ଟ ସମ୍ପର୍କରେ ପ୍ରଶ୍ନ କରାଯାଇଥିଲା । ଯାହାର ଉତ୍ତରରେ ନବୀନ କହିଛନ୍ତି, ସମୟ କହିବ ଭବିଷ୍ୟତ। ତେବେ ନବୀନଙ୍କ ଏଭଳି ପ୍ରତିକ୍ରିୟା ପରେ ଭବିଷ୍ୟତରେ ବିଜେଡି ଏବଂ କଂଗ୍ରେସ ମେଣ୍ଟ କରିପାରନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଛି।

Breaking News