ରିପୋର୍ଟ କାର୍ଡ / ନୂଆପଡ଼ା
ଆଜି ନୂଆପଡ଼ା ଗସ୍ତରେ ଯାଉଛନ୍ତି ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋ ଖରିଆର ରୋଡ ରେ ବିଜେଡିର ବିରାଟ ସମାବେଶରେ ଯୋଗ ଦେବେ। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ ନବୀନ। ଗତ ୩ ତାରିଖରେ ବି ନୂଆପଡ଼ା ଯାଇ ପ୍ରଚାର କରିବା ସହ କର୍ମୀଙ୍କ ନିକଟରେ ଭରିଥିଲେ ଜୋସ୍। ନବୀନଙ୍କୁ ନିକଟରେ ପାଇ ନୂଆପଡାବାସୀ ହୋଇଥିଲେ ଖୁସି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ପ୍ରଚାର କରିବା ଲାଗି ପୁଣି ଥିଲେ ନୂଆପଡା ଗସ୍ତ କରିବେ ନବୀନ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..