ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ଛତିଶଗଡ଼ର ସୁକମାରେ ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୨ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ରାୟପୁର ସ୍ଥାନାନ୍ତର କରାଯାଇଛି। ଆଜି ସକାଳେ ଡ଼ାମବାମ CRPF କ୍ୟାମ୍ପରୁ କୋବ୍ରା ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିଲେ। ସାଲାତୋଙ୍ଗ ଜଙ୍ଗଲରେ ନକ୍ସଲ ଯବାନମାନଙ୍କୁ ଟାର୍ଗେଟ୍ କରି ଆଇଡି ବିସ୍ଫୋରଣ କରିଥିଲେ। ବିସ୍ଫୋରଣରେ ୨ ଯବାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହେଲିକପ୍ଟର ସାହାଯ୍ୟରେ ରାୟପୁର ସ୍ଥାନାନ୍ତର କରାଯାଇଛି।






More Stories
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..