ରିପୋର୍ଟ କାର୍ଡ / ମାଲକାନଗିରି
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ପମେଡ ଥାନା ଅନ୍ତର୍ଗତ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ଦୁଇଜଣଙ୍କୁ ମାଓବାଦୀ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଏମାନଙ୍କୁ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ରହିଛନ୍ତି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ପମେଡ ଥାନା ଅନ୍ତର୍ଗତ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ଦୁଇଜଣଙ୍କୁ ମାଓବାଦୀ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଏମାନଙ୍କୁ ମଧ୍ୟରେ ଜଣେ ଆତ୍ମସମର୍ପଣ କରିଥିବା ନକ୍ସଲ ରହିଛନ୍ତି। ଗତକାଲି ବିଳମ୍ବିତ ରାତିରେ ସଶସ୍ତ୍ର ନକ୍ସଲ ଏହି ଦୁଇ ଗାଁରେ ପହଞ୍ଚିଥିଲେ। ଗ୍ରାମର ଅନ୍ୟ ଗ୍ରାମବାସୀଙ୍କୁ ମାଡ଼ ମାରିବା ସହ ଏହି ଦୁଇ ଗ୍ରାମବାସୀଙ୍କୁ ଜଙ୍ଗଲକୁ ନେଇ ହତ୍ୟା କରିଥିଲେ। ପୋଲିସ ଇନଫୋର୍ମର ଦର୍ଶାଇ ହତ୍ୟା କରାଯାଇଥିବା କୁହାଯାଇଛି। ନକ୍ସଲ ଏବେ ଘାଇଲା ବାଘ ଭଳି ବୁଲୁଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।ଗତକାଲି ବିଳମ୍ବିତ ରାତିରେ ସଶସ୍ତ୍ର ନକ୍ସଲ ଏହି ଦୁଇ ଗାଁରେ ପହଞ୍ଚିଥିଲେ। ଗ୍ରାମର ଅନ୍ୟ ଗ୍ରାମବାସୀଙ୍କୁ ମାଡ଼ ମାରିବା ସହ ଏହି ଦୁଇ ଗ୍ରାମବାସୀଙ୍କୁ ଜଙ୍ଗଲକୁ ନେଇ ହତ୍ୟା କରିଥିଲେ। ପୋଲିସ ଇନଫୋର୍ମର ଦର୍ଶାଇ ହତ୍ୟା କରାଯାଇଥିବା କୁହାଯାଇଛି। ନକ୍ସଲ ଏବେ ଘାଇଲା ବାଘ ଭଳି ବୁଲୁଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି। |






More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……