ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
NEET-ପିଜି କାଉନ୍ସେଲିଂ ଉପରେ ଋକ ଲଗାଇଲେ ସୁପ୍ରିମକୋର୍ଟ । କାଉନ୍ସେଲିଂ ବନ୍ଦ ରଖିବାକୁ କେନ୍ଦ୍ରକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ କାଉନ୍ସେଲିଂ ବନ୍ଦ ରହିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । OBC, EWS ସଂରକ୍ଷଣ ବୈଧତାକି ନେଇ ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ନେଇଥିଲେ । ଏନେଇ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ଖଣ୍ଡପୀଠ ପରାମର୍ଶ ଦେଇଛନ୍ତି । ଆଜିଠୁ ଆରମ୍ଭ ହେବାର ଥିଲା NEET-ପିଜି କାଉନ୍ସେଲିଂ ପ୍ରକ୍ରିୟା ।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..