ରିପୋର୍ଟ କାର୍ଡ / ନୂଆଦିଲ୍ଳୀ
ନେସ୍ନାଲ୍ ବୋର୍ଡ ଅଫ୍ ଏକ୍ଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସ (ଏନ୍ବିଇଏମ୍ଏସ୍) ଟିନ୍ ପିଜିର ନୂଆ ପରୀକ୍ଷା ତାରିଖ ଘୋଷଣା କରିଛି। ଏହି ପରୀକ୍ଷା ଆଗାମୀ ଅଗଷ୍ଟ ୧୧ ତାରିଖରେ ଆୟୋଜିତ ହେବ। ପରୀକ୍ଷା ୨ଟି ସିଫ୍ଟରେ ହେବ। ଏସ୍ଓପି ଏବଂ ପ୍ରୋଠକଲ୍ର ସମୀକ୍ଷା ପରେ ଟିନ୍ ପିଜି ପରୀକ୍ଷାର ନୂଆ ତାରିଖ ଘୋଷଣା ହୋଇଛି।ନିଟ୍ର ୟୁଜି ପରୀକ୍ଷାରେ ଅନିୟମିତତା ଯୋଗୁ ଜୁନ ୨୨ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍ ପିଜି ପରୀକ୍ଷାକୁ ସ୍ଥଗିତ କରି ଦିଆଯାଇଥିଲା।







More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..