ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମ ନେପାଳର ଅଛାମ ଜିଲ୍ଲାରେ ଭୂସ୍ଖଳନ ହୋଇଛି | ପ୍ରାୟ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୧୦ ଜଣ ନିଖୋଜ ରହିବା ସହ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଉପଜିଲ୍ଲା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଆବଶ୍ୟକ ଅନୁଯାୟୀ ଉଦ୍ଧାରକାରୀ ଦଳ ଓ ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ଆର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି।
More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..