ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳରେ ସରକାରର ପତନ ଘଟିଛି। ହେଲେ ହିଂସା, ଉତ୍ତେଜନା ଥମୁନାହିଁ। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଇସ୍ତଫା ପରେ ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ ହାତକୁ କ୍ଷମତା ହସ୍ତାନ୍ତର ହୋଇପାରେ। ନୂଆ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ନିର୍ବାଚିତ ହେବା ପର୍ଯ୍ୟନ୍ତ ସେନା ମୁଖ୍ୟ କ୍ଷମତାରେ ରହିବେ ବୋଲି କୁହାଯାଉଛି।






More Stories
୧୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ…..
ସିରିଆ ଉପରେ ଆମେରିକାର ଆକ୍ରମଣ:ଆତଙ୍କବାଦୀଙ୍କ ମୃତ୍ୟୁ……
ଏକାଠି ଚା ପିଇଲେ ଶାସକ-ବିରୋଧୀ…..