ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୪୦ ହଜାର ୮୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୪୧ଜଣ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୫ ଲକ୍ଷ ୩୦ ହଜାର ୧୩୨ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୯ ହଜାର ୨୬୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୪ ଲକ୍ଷ ୨୫ ହଜାର ୪୬୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୦୫୩୯୯।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
ବନ୍ୟାରେ ଭାସିଯାଇ ୧୨ ନିଖୋଜ……
ରାସାୟନିକ କାରଖାନାରେ ବିସ୍ଫୋରଣ ଘଟଣା:ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି……