ରିପୋର୍ଟ କାର୍ଡ / ବାଲେଶ୍ଵର
ଆଜି ‘ଆକାଶ ନ୍ୟୁ ଜେନେରେଶନ ‘ମିସାଇଲର ବ୍ୟାବହାରିକ ପରୀକ୍ଷଣ ହୋଇଛି । ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚପ୍ୟାଡରୁ ମଧ୍ୟାହ୍ନରେ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଆକାଶକୁ ନିକ୍ଷେପ ହୋଇପାରୁଥିବା ମଧ୍ୟମ ଦୂରଗାମୀ କ୍ଷେପଣାସ୍ତ୍ର । ଏହା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ବେଳେ ଏହାର ଲକ୍ଷ୍ୟଭେଦ କ୍ଷମତା ୪୦ କି.ମି. ରହିଛି । ପରୀକ୍ଷାରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି। ଏହା ପରେ ଏହି ମିସାଇଲର କାର୍ଯ୍ୟକାରିତା ଉପରେ ତଥ୍ୟ ସ୍ପଷ୍ଟ ହେବ।






More Stories
ଆଜି ପୂର୍ବାଞ୍ଚଳ କୃଷି ସମ୍ମିଳନୀ……
ରୁପା ଆମଦାନୀ ଉପରେ କଟକଣା……
ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା…..