ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳି ବିମାନବନ୍ଦର ଗାଇଡ଼ଲାଇନ୍। ବିଏମ୍ସି ପକ୍ଷରୁ ଏୟାରପୋର୍ଟ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି। ଏଣିକ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀ ମାନଙ୍କ ପାଇଁ ୭୨ ଘଣ୍ଟାର ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଆବଶ୍ୟକସ୍ଥଳେ ଆଣ୍ଟିଜେନ୍ ଟେଷ୍ଟିଂ ମଧ୍ୟ କରାଯିବାକୁ ନିର୍ଦ୍ଧେଶ ଦିଆଯାଇଛି। ସେହିପରି ଲକ୍ଷଣ ଥିବା ରୋଗୀଙ୍କୁ ୭ ଦିନ ହୋମ୍ କ୍ୱାରେଣ୍ଟାଇନ୍କୁ ବାଧ୍ୟତାମୂଳକ କରାଯାଇଛି । ଏହା ସହ ବିଏମ୍ସି ପକ୍ଷରୁ ଏୟାରପୋର୍ଟରେ କୋଭିଡ ଟେଷ୍ଟିଂ ବ୍ୟବସ୍ଥା କରାଯାଇଛି । ସେହିପରି ଏୟାରପୋର୍ଟର ବିଭିନ୍ନ ସ୍ଥାନରେ ସୂଚନା ଫଳକ ଲଗାଯାଇ ଲୋକଙ୍କୁ ସଚେତନ କରାଯାଉଛି ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..