ରିପୋର୍ଟ କାର୍ଡ / ଭୁବନେଶ୍ଵର
୨୦୨୬-୨୭ ଶିକ୍ଷାବର୍ଷରେ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଏନଇପି ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ। ଭାଷା, ସଂସ୍କୃତି ଏବଂ ଐୗତିହ୍ୟକୁ ଆଧାର କରି ନୂଆ ସିଲାବସ୍ ଆସିବ। କମିଟି ତର୍ଜମା କରୁଛି , ରାଜ୍ୟ ପାଇଁ ଯାହା ଠିକ୍ ହେବ ତାହା ସ୍ଥାନ ପାଇବ।






More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……