ରିପୋର୍ଟ କାର୍ଡ / ଭୁବନେଶ୍ୱର
ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁଁ ସମୟ ନିର୍ଘଣ୍ଟ ବଦଳିଛି। ପ୍ରତିବର୍ଷ ଭଳି ଶୀତଋତୁ ସାଙ୍ଗକୁ ଛୋଟଦିନ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ (ବଟାନୀକାଲ ଗାର୍ଡେନ) ଆଜିଠାରୁ ଅର୍ଥାତ୍ ଅକ୍ଟୋବର ୧ ତାରିଖରୁ ସକାଳ ୮ଟାରୁ ଖୋଲି ଅପରାହ୍ଣ ୫ଟାରେ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି। ଏହି ନିୟମ ୨୦୨୬ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲାଗୁ ରହିବ। ସପ୍ତାହର ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହିବ।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..