ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ଜାଗାରେ ନୂଆ ଯୋଜନା ଆରମ୍ଭ କଲେ ସରକାର। ଏହାର ନାଁ ରଖିଛନ୍ତି “ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା” । ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନାହେଉଛି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏ ସଂପର୍କରେ ଆଜି ବଜେଟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହିତ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି |






More Stories
ଆସୁଛି ଦୁଇ ଲଘୁଚାପ:ପ୍ରବଳ ବର୍ଷା ସମ୍ଭାବନା……
କୈଳାସ ମାନସରୋବର ଯାତ୍ରା ଆରମ୍ଭ…..
ଝାରସୁଗୁଡ଼ାରେ ଭୟଙ୍କର ଘୂର୍ଣ୍ଣିଝଡ଼…..