Report Card Odisha

| Daily Odia News

ସିଏମସି ର ମେୟର ଭାବେ ଶପଥ ନେଲେ ସୁବାସ ସିଂ…..

ରିପୋର୍ଟ କାର୍ଡ / କଟକ

କଟକ ମହାନଗର ନିଗମର ମେୟର ଭାବେ ଶପଥ ଗ୍ରହଣ କଲେ ସୁବାସ ସିଂ | ଆଜି ନବନିର୍ବାଚିତ ମେୟର ଭାବେ ସୁବାସ ଶପଥ ନେଇଛନ୍ତି । ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ସହ ସମସ୍ତ କର୍ପୋରେଟର ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

Breaking News