ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ | ସ୍ୱାସ୍ଥ୍ୟମନ୍ତ୍ରୀ ନଵ କିଶୋର ଦାସଙ୍କ ଦେହାନ୍ତ ପରେ ବର୍ତ୍ତମାନ ନୂତନ ସ୍ୱାସ୍ଥ୍ୟମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ ଦାଇତ୍ୱ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କ ସୁପାରିଶ ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦ୍ୱାଇତ୍ୱ ଦେଇଛନ୍ତି । ନିରଞ୍ଜନ ପୂଜାରୀ ବର୍ତ୍ତମାନ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀ ହୋଇଛନ୍ତି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..