ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ୍ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବେ। ଏହାପରେ ଆସନ୍ତାକାଲି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।






More Stories
ରୋଷେୟାର ତଣ୍ଟି କାଟିଦେଲା ହେଲପର…..
ଶ୍ରମ ବିଭାଗର ନୂଆ ଗାଇଡଲାଇନ…..
୨୮ ଯାଏଁ ଝଡ଼ବର୍ଷା…..