ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିରରେ କରୋନା କଟକଣା କୋହଳ କଲେ ଶ୍ରୀମନ୍ଦିର ପ୍ରଶାସନ | ଆସନ୍ତା ୨୧ରୁ ଶ୍ରୀମନ୍ଦିରରେ ସହଜ ହେବ ଜଗାଦର୍ଶନ । ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ ଟିକା ପ୍ରମାଣପତ୍ର ଦେଖାଇବା ଆବଶ୍ୟକ ପଡ଼ିବ ନାହିଁ । କିନ୍ତୁ ମାସ୍କ ପିନ୍ଧି ମନ୍ଦିର ଭିତରକୁ ପ୍ରବେଶ କରିବା ବାଧ୍ୟତାମୂଳକ । ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ କ୍ରୀଷ୍ଣନ କୁମାର ସୂଚନା ଦେଇଛନ୍ତି ।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……