ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ପରୀକ୍ଷା କିମ୍ବା ଚାକିରି ପାଇଁ ଆବେଦନ କରିବାକୁ ପଡିବନି ଏନଓସି । ସରକାରୀ କର୍ମଚାରୀଙ୍କ ପାଇଁ ସ୍ଥାୟୀ ଅନୁମତି ଜାରି କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏଭଳି ଐତିହାସିକ ନିଷ୍ପତ୍ତି ନିଆଯାଇଛି । ଏବେ ନିଜ କ୍ୟାରିୟରରେ ଉନ୍ନତି କରିପାରିବେ ସରକାରୀ କର୍ମଚାରୀ ।
More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..