ରିପୋର୍ଟ କାର୍ଡ / ଭୁବନେଶ୍ୱର
ଏଣିକି ପରୀକ୍ଷା କିମ୍ବା ଚାକିରି ପାଇଁ ଆବେଦନ କରିବାକୁ ପଡିବନି ଏନଓସି । ସରକାରୀ କର୍ମଚାରୀଙ୍କ ପାଇଁ ସ୍ଥାୟୀ ଅନୁମତି ଜାରି କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏଭଳି ଐତିହାସିକ ନିଷ୍ପତ୍ତି ନିଆଯାଇଛି । ଏବେ ନିଜ କ୍ୟାରିୟରରେ ଉନ୍ନତି କରିପାରିବେ ସରକାରୀ କର୍ମଚାରୀ ।
More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..