ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି । ସ୍ୱାଧୀନତା ଦିବସ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥର କୋଭିଡ କଟକଣାରେ ପାଳନ ହେବ ସ୍ୱାଧୀନତୀ ଦିବସ । ପ୍ରଦର୍ଶନୀ ପଡ଼ିଆରେ ହେବ ପତାକା ଉତ୍ତୋଳନ । କିନ୍ତୁ ସ୍ୱାଧୀନତା ଦିବସରେ ହେବନି ପରେଡ୍ । ସ୍କୁଲ ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରେ ଭାଗ ନେବେନି କି ଜନ ସମାଗମ ମଧ୍ୟ ହେବନି ବୋଲି ସୂଚନା ମିଳୁଛି |






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……