ରିପୋର୍ଟ କାର୍ଡ / ଭୁବନେଶ୍ବର
ଟ୍ରାଫିକ ପୋଷ୍ଟରୁ ହଟାଇ ଦିଆଯିବ ରେଡ ଲାଇଟ। ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..