ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବିରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦୀଙ୍କୁ ୨୦୨୩ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି ନେଇଛି।
More Stories
ମହିଳାଙ୍କୁ ମିଳିବ ଋତୁସ୍ରାବ ଛୁଟି…..
ଓଡିଶା ସରକାରଙ୍କୁ ଟାର୍ଗେଟ କଲେ ମହୁଆ……
ଦକ୍ଷିଣ ଗାଜା ଉପରେ ଇସ୍ରାଏଲର ଆକ୍ରମଣ…..