ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଦାର୍ଥ ବିଜ୍ଞାନ ପାଇଁ ଚଳିତ ବର୍ଷର ନୋବେଲ୍ ପୁରସ୍କାର-୨୦୨୩ ଘୋଷଣା କରାଯାଇଛି। ତିନି ଜଣ ପଦାର୍ଥ ବିଜ୍ଞାନୀ ପିଏରେ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଏବଂ ଆନେ ଏଲ’ହୁଇଲିଅର ଙ୍କୁ ମିଳିବ ନୋବେଲ୍। ପଦାର୍ଥରେ ଇଲେକ୍ଟ୍ରୋନ୍ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍ ଦିଆଯିବ। ଆନେ ଏଲ’ହୁଇଲିଅର ପଦାର୍ଥ ବିଜ୍ଞାନର ଏହି କ୍ଷେତ୍ରରେ ନୋବେଲ୍ ଜିତିଥିବା ପଞ୍ଚମ ମହିଳା।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….