ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୋଏଲ ଟାଟା ହୋଇଛନ୍ତି ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ଏହାପରେ କିଏ ତାଙ୍କ ୧୩ଟି ଟ୍ରଷ୍ଟର ଅଧ୍ୟକ୍ଷ ହେବ ସେନେଇ କଳ୍ପନା-ଜଳ୍ପନା ଲାଗି ରହିଥିଲା। ଆଜି ନୋଏଲ ଟାଟାଙ୍କୁ ଟ୍ରଷ୍ଟ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।
More Stories
ଆଇଆରଜିସିକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ…..
ଓମାରଙ୍କୁ ବିଜେପିର ଆଇନଗତ ନୋଟିସ…..
ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟିର ପରାମର୍ଶ…..