ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ବିଧାନସଭା ଉପବାଚସ୍ପତି ନିର୍ବାଚନ ଲାଗି ଆଜି ହେବ ନାମାଙ୍କନ ଦାଖଲ। ଆସନ୍ତାକାଲି ନିର୍ବାଚନ ହେବ। ଗତ ୮ ତାରିଖରେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂହ। ୨୦୧୯ରୁ ଉପବାଚସ୍ପତି ଭଳି ସାମ୍ବିଧାନିକ ପଦରେ ଥିବାରୁ ସଂଗଠନକୁ ଗୁରୁତ୍ୱ ଦେଇପାରିନଥିଲେ ରଜନୀକାନ୍ତ। ବାଚସ୍ପତିଙ୍କୁ ଇସ୍ତଫା ପତ୍ର ଦେବା ପରେ ସେ ନିଜ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ଅନୁଗୁଳର ସଂଗଠନ ଦାୟିତ୍ୱ ନେବେ ବୋଲି ଗଣମାଧ୍ୟମକୁ କହିଥିଲେ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..