ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲିଙ୍ଗରାଜ ମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପଶି ଯାଇଥିଲେ। ଶୁକ୍ରବାର ମନ୍ଦିର ସିଂହଦ୍ୱାର ଦେଇ ଜଣେ ଅଣହିନ୍ଦୁ ମନ୍ଦିର ଭିତରକୁ ପଶିଯାଇଥିବା ସୂଚନା ମିଳିଛି। ଯୁବକ ଜଣକ ରୋମାନିଆର ନାଗରିକ ହୋଇଥିବା ଜଣାପଡିଛି। ଖବର ପାଇ ଲିଙ୍ଗରାଜ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଘଣ୍ଟାଏ ଅଟକ ରଖି ପଚରାଉଚରା ପରେ ଛାଡ଼ି ଦେଇଛି। ଅନ୍ୟପକ୍ଷେ ମନ୍ଦିର ସୁରକ୍ଷାକୁ ନେଇ ପୁଣି ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇବା ସହ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।






More Stories
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ……
ଗାଡ଼ିର ବୈଧ କାଗଜପତ୍ର କରିବା ସମୟ ବୃଦ୍ଧି…..
ଆକ୍ସନ ନେବେ ଉପମୁଖ୍ୟମନ୍ତ୍ରୀ…..