ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି | ଏହା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି। ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..