Report Card Odisha

| Daily Odia News

ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାରେ ରାଜ୍ୟସଭା ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଖାଲି ହୋଇଥିବା ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷ ତାରିଖ।

 

 

Breaking News