ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବୃଦ୍ଧି କରାଯାଇଛି | ଏନେଇ ଆଜି ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ବର୍ଦ୍ଧିତ ଦରମା ଲାଗୁ ହେବା ନେଇ ବିଜ୍ଞପ୍ତି ଜାରି ହୋଇଛି। ଏହି ବିଜ୍ଞପ୍ତି ଅନୁଯାୟୀ, ମାସିକ ୮୦୭୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଏବେ ମିଳିବ ୧୦,୧୦୦ ଟଙ୍କା । ସେହିପରି ଯେଉଁମାନେ ୮୩୯୦ ଟଙ୍କା ପାଉଥିଲେ ସେମାନେ ୧୦,୫୦୦ ଟଙ୍କା ପାଇବେ। ଏହି ବିଜ୍ଞପ୍ତି ଅନୁଯାୟୀ, ମାସିକ ୮୦୭୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଏବେ ମିଳିବ ୧୦,୧୦୦ ଟଙ୍କା। ସେହିପରି ଯେଉଁମାନେ ୮୩୯୦ ଟଙ୍କା ପାଉଥିଲେ ସେମାନେ ୧୦,୫୦୦ ଟଙ୍କା ପାଇବେ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ