ରିପୋର୍ଟ କାର୍ଡ / ବଲାଙ୍ଗୀର
ବଲାଙ୍ଗୀର ପାଇଁ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି | ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ ଭିତରେ ନବାନ୍ନ ଲାଗି ହେବ | ଏହି ସମୟରେ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି କରାଯିବ। ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ନିଷ୍ପତ୍ତି ହୋଇଛି।
More Stories
୧୩ରେ ରାଜ୍ୟ କ୍ୟାବିନେଟ୍……
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..