ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ତିହାର | ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅଭିନନ୍ଦନ ଜଣାଇ ମୋଦୀ ଟ୍ୱିଟ ଯୋଗେ କହିଛନ୍ତି, ଦେଶ ନିର୍ମାଣରେ କୃଷକଙ୍କ ଅବଦାନ ଉଚ୍ଚ ପ୍ରଶଂସନୀୟ। ପ୍ରଧାନମନ୍ତ୍ରୀ ସଭିଁଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖଶାନ୍ତି କାମନା କରିଛନ୍ତି ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..