ରିପୋର୍ଟ କାର୍ଡ /ନୂଆପଡା
ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୯୦୩ ଖଣ୍ଡ ଭୋଟ ସହ ୧୨୮୧୫ ଭୋଟରେ ଆଗରେ ରହିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝି ୬୭୯୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀଙ୍କ ଠାରୁ ୧୮୩୯୮ ଭୋଟରେ ପଛରେ ଅଛନ୍ତି। ତେବେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନକୁ ଖସି ଆସିଛନ୍ତି। ସେ ୬୫୩୮ ଖଣ୍ଡ ଭୋଟ ପାଇଥିବା ବେଳେ ନିକଟବର୍ତ୍ତୀ ପ୍ରାର୍ଥୀଙ୍କ ଠାରୁ ୧୮୬୫୭ ଖଣ୍ଡ ଭୋଟ ପଛରେ ଅଛନ୍ତି।






More Stories
ବିହାର ଭୋଟ ଗଣତି : ୧୯୦ ସିଟରେ ଆଗୁଆ ଏନଡିଏ….
କେନ୍ଦ୍ରାପଡାରେ ଫୁଟିଲା ଗୁଳି……
ଆଜି ଆସିବ ବିହାର ନିର୍ବାଚନ ଫଳାଫଳ…..