ରିପୋର୍ଟ କାର୍ଡ / ନୂଆପଡା
ନୂଆପଡାରେ ସିଆରପିଏଫ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। କମ୍ବିଂ ଅପରେସନ ବେଳେ ଯବାନଙ୍କ ଉପରକୁ ଗୁଳିମାଡ କରିଥିଲେ ମାଓବାଦୀ। ଏହାପରେ ସିଆରପିଏଫ ଯବାନ ମାନେ ପାଲଟା ଗୁଳୁଚାଳନା କରିବାକୁ ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ଘଟଣାସ୍ଥଳରେ ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି।
More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..