ରିପୋର୍ଟ କାର୍ଡ / କଟକ
କଟକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଯୋବ୍ରାର ଏକ ଘରୋଇ ହଷ୍ଟେଲ ବାଥ୍ରୁମ୍ରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇ ମାଲଗୋଦାମ ପୋଲିସ ପହଞ୍ଚି ଯୋବ୍ରାର ଏକ ଘରୋଇ ହଷ୍ଟେଲରୁ ମୃତଦେହ ଉଦ୍ଧାର କରିଛି । ମୃତ ଯୁବତୀ ବାଲେଶ୍ୱରର ହୋଇଥିବା ବେଳେ ସେ ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ କାମ କରୁଥିଲେ । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..