ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରୁ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଏୟାରଫିଲ୍ଡ ଥାନା ଜାମୁକୋଳି ଅଞ୍ଚଳ ସ୍ଥିତ ଏକ କଲେଜ ହଷ୍ଟେଲରୁ ଏହି ମୃତଦେହ ସନ୍ଧ୍ୟାରେ ମିଳିଛି। ମୃତ ନର୍ସିଂ ଛାତ୍ରୀ ଜଣଙ୍କ ବଲାଙ୍ଗିରର ବୋଲି ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..