ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ OSD ଭାବେ ୨୩ OAS ଅଧିକାରୀ ଆଜିଠୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ରଥଯାତ୍ରା ଦାୟିତ୍ୱ ତୁଲାଇବେ ବୋଲି ଉଲ୍ଳେଖ କରାଯାଇଛି।
More Stories
ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ…..
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା…..
ଘୂର୍ଣ୍ଣିବଳୟ ସକ୍ରିୟ:ଘଡ଼ଘଡି ସହ ବର୍ଷା ସମ୍ଭାବନା…..