ରିପୋର୍ଟ କାର୍ଡ / ଗଞ୍ଜାମ
ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ। ଧରାପଡିବା ପରେ OAS ଅଧିକାରୀଙ୍କ ୩ଟି ସ୍ଥାନରେ ରେଡ୍ ଆରମ୍ଭ ହୋଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..