ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଆଗାମୀ ୩୦ ତାରିଖ ସହିଦ ଦିବସ ଅବସରରେ ଦିନ ୧୧ଟାରେ ଦୁଇ ମିନିଟ ପାଇଁ ନିରବତା ପାଳନ କରାଯିବ। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି | ଦେଶ ପାଇଁ ପ୍ରାଣବଳି ଦେଇଥିବା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ନିରବ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏହି ସମୟରେ କୋଭିଡ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି।
More Stories
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..
ଫାସ୍ଟ୍ୟାଗ୍ ନ ଲଗାଇଲେ ହେବେ କଳାତାଲିକାଭୁକ୍ତ….
ୟୁକ୍ରେନ ଉପରେ ରୁଷର ୭୦୦ ଡ୍ରୋନ ମାଡ଼…..