ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା କ୍ରିକେଟ ଆସୋସିଏସନ୍ ନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ। ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ ନାମାଙ୍କନପତ୍ର ଦାଖଲ ହେବ। ସଭାପତି, ଉପସଭାପତି, ସମ୍ପାଦକ, ଯୁଗ୍ମ ସମ୍ପାଦକ ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ଓସିଏ କୋଷାଧ୍ୟକ୍ଷ ଓ ଜଣେ ପରିଷଦ ସଦସ୍ୟ ପାଇଁ ବି ନିର୍ବାଚନ କରାଯିବ। ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୩ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସେହିଦିନ ସାଂରେ ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ଦିନ ର୍ନିବାଚନ ଅନୁଷ୍ଠିତ ହେବ।






More Stories
ବିଧାନସଭାରେ କୋକେଇ ଶୋଭାଯାତ୍ରା…..
ସ୍ବତନ୍ତ୍ର ଶାସନ ସଚିବ ବୁଝିବେ…..
ପୁଣି SCB ମେଡିକାଲରେ ଅଘଟଣ: ଜଳିଲା….