ରିପୋର୍ଟ କାର୍ଡ /କଟକ
ଓଡ଼ିଶା ସିଭିଲ ସର୍ଭିସ ପାଇଁ ଆଜି ପ୍ରିଲିମ ପରୀକ୍ଷା-୨୦୨୨ର ତାରିଖ ଘୋଷଣା କରାଯାଇଛି। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଅକ୍ଟୋବର ୧୫ ତାରିଖ ରେ ଓସିଏସ୍ ପ୍ରିଲିମ ପରୀକ୍ଷା ହେବ। ପରୀକ୍ଷା ସମ୍ପର୍କିତ ବିସ୍ତୃତ ବିବରଣୀ ପରେ ଘୋଷଣା କରାଯିବ। ଅଧିକ ସୂଚନା ପାଇଁ ଆୟୋଗର ୱେବସାଇଟ୍ http://opsc.gov.in କୁ ଯାଇ ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..