ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏନସିବି ଡିଜି ହେଲେ ଓଡ଼ିଆ ଆଇପିଏସ୍ ସତ୍ୟ ନାରାୟଣ ପ୍ରଧାନ। ୨୦୨୪ ଅଗଷ୍ଟ ୩୧ପର୍ଯ୍ୟନ୍ତ ସେ ଦାୟିତ୍ୱରେ ରହିବେ। ୧୯୮୮ ବ୍ୟାଚ୍ ଝାଡ଼ଖଣ୍ଡ କ୍ୟାଡରର ଆଇପିଏସ ଅଫିସର ହେଉଛନ୍ତି ସତ୍ୟନାରାୟଣ ପ୍ରଧାନ। ପୂର୍ବରୁ ଏନଡିଆରପିଏଫ୍ ଦାୟିତ୍ୱରେ ଥିବାବେଳେ ତାଙ୍କୁ ଏନସିବିର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ୨୦୧୯ରେ ସେ ଏନଡିଆରଏଫ୍ ଡିଜି ଭାବେ ଦାୟିତ୍ୱ ନେଇଥିଲେ। ସଫଳତାର ସହିତ ଏନଡିଆରପିଏଫର ଦାୟିତ୍ୱ ତୁଲାଇ ଅନେକ ପ୍ରଶଂସା ସାଉଁଟିଛନ୍ତି ସତ୍ୟନାରାୟଣ। କାର୍ଯ୍ୟଦକ୍ଷତାକୁ ଦୃଷ୍ଟିରେ ରଖି ତାଙ୍କୁ ଏନସିବି ଡିଜି ଭାବେ ନୂଆ ଦାୟିତ୍ୱ ଦିଆଯାଇଛି।






More Stories
ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍…..
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..